Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 130

ଗୀତସଂହିତା 130:5-7

Help us?
Click on verse(s) to share them!
5ମୁଁ ସଦାପ୍ରଭୁଙ୍କର ଅପେକ୍ଷା କରୁଅଛି, ମୋ’ ପ୍ରାଣ ଅପେକ୍ଷା କରୁଅଛି, ପୁଣି, ମୁଁ ତାହାଙ୍କ ବାକ୍ୟରେ ଭରସା ରଖୁଅଛି।
6ପ୍ରହରୀମାନେ ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ମୋ’ ପ୍ରାଣ ପ୍ରଭୁଙ୍କ ପାଇଁ ଅଧିକ ଚାହିଁ ରହେ; ହଁ, ପ୍ରହରୀମାନଙ୍କର ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ଅଧିକ।
7ହେ ଇସ୍ରାଏଲ, ସଦାପ୍ରଭୁଙ୍କଠାରେ ଭରସା ରଖ; କାରଣ ସଦାପ୍ରଭୁଙ୍କଠାରେ ଦୟା ଅଛି ଓ ତାହାଙ୍କଠାରେ ପ୍ରଚୁର ମୁକ୍ତି ଅଛି।

Read ଗୀତସଂହିତା 130ଗୀତସଂହିତା 130
Compare ଗୀତସଂହିତା 130:5-7ଗୀତସଂହିତା 130:5-7