Text copied!
Bibles in Odia

ଗୀତସଂହିତା 130:5-8 in Odia

Help us?

ଗୀତସଂହିତା 130:5-8 in ଓଡିଆ ବାଇବେଲ

5 ମୁଁ ସଦାପ୍ରଭୁଙ୍କର ଅପେକ୍ଷା କରୁଅଛି, ମୋ’ ପ୍ରାଣ ଅପେକ୍ଷା କରୁଅଛି, ପୁଣି, ମୁଁ ତାହାଙ୍କ ବାକ୍ୟରେ ଭରସା ରଖୁଅଛି।
6 ପ୍ରହରୀମାନେ ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ମୋ’ ପ୍ରାଣ ପ୍ରଭୁଙ୍କ ପାଇଁ ଅଧିକ ଚାହିଁ ରହେ; ହଁ, ପ୍ରହରୀମାନଙ୍କର ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ଅଧିକ।
7 ହେ ଇସ୍ରାଏଲ, ସଦାପ୍ରଭୁଙ୍କଠାରେ ଭରସା ରଖ; କାରଣ ସଦାପ୍ରଭୁଙ୍କଠାରେ ଦୟା ଅଛି ଓ ତାହାଙ୍କଠାରେ ପ୍ରଚୁର ମୁକ୍ତି ଅଛି।
8 ପୁଣି, ସେ ଇସ୍ରାଏଲକୁ ତାହାର ସମସ୍ତ ଅପରାଧରୁ ମୁକ୍ତ କରିବେ।
ଗୀତସଂହିତା 130 in ଓଡିଆ ବାଇବେଲ