Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 132

ଗୀତସଂହିତା 132:10-12

Help us?
Click on verse(s) to share them!
10ତୁମ୍ଭ ଦାସ ଦାଉଦ ସକାଶୁ ଆପଣା ଅଭିଷିକ୍ତଙ୍କ ମୁଖ ଫେରାଇ ଦିଅ ନାହିଁ।
11ସଦାପ୍ରଭୁ ଦାଉଦ ପ୍ରତି ସତ୍ୟରେ ଶପଥ କରିଅଛନ୍ତି; ସେ ତହିଁରୁ ଫେରିବେ ନାହିଁ। “ଆମ୍ଭେ ତୁମ୍ଭ ତନୁଜାତ ଫଳକୁ ତୁମ୍ଭ ସିଂହାସନରେ ବସାଇବା।
12ଯଦି ତୁମ୍ଭ ସନ୍ତାନଗଣ ଆମ୍ଭ ନିୟମ ଓ ଆମ୍ଭେ ସେମାନଙ୍କୁ ଯେଉଁ ପ୍ରମାଣ-ବାକ୍ୟ ଶିଖାଇବା, ତାହା ପାଳନ କରିବେ, ତେବେ ସେମାନଙ୍କ ସନ୍ତାନଗଣ ହିଁ ସଦାକାଳ ତୁମ୍ଭ ସିଂହାସନରେ ବସିବେ।”

Read ଗୀତସଂହିତା 132ଗୀତସଂହିତା 132
Compare ଗୀତସଂହିତା 132:10-12ଗୀତସଂହିତା 132:10-12