Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 132

ଗୀତସଂହିତା 132:14-16

Help us?
Click on verse(s) to share them!
14ଏହା ଚିରକାଳ ଆମ୍ଭର ବିଶ୍ରାମ-ସ୍ଥାନ ଅଟେ; ଏଠାରେ ଆମ୍ଭେ ବାସ କରିବା; କାରଣ ଆମ୍ଭେ ତାହା ବାଞ୍ଛା କରିଅଛୁ।
15ଆମ୍ଭେ ତାହାର ଭକ୍ଷ୍ୟ ଉପରେ ବହୁଳ ରୂପେ ଆଶୀର୍ବାଦ କରିବା; ଆମ୍ଭେ ତାହାର ଦରିଦ୍ରଗଣକୁ ଅନ୍ନ ଦେଇ ତୃପ୍ତ କରିବା।
16ଆମ୍ଭେ ତାହାର ଯାଜକଗଣକୁ ହିଁ ତ୍ରାଣରୂପ ବସ୍ତ୍ର ପିନ୍ଧାଇବା ଓ ତାହାର ସଦ୍‍ଭକ୍ତମାନେ ଆନନ୍ଦରେ ଉଚ୍ଚଧ୍ୱନି କରିବେ।

Read ଗୀତସଂହିତା 132ଗୀତସଂହିତା 132
Compare ଗୀତସଂହିତା 132:14-16ଗୀତସଂହିତା 132:14-16