Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 132

ଗୀତସଂହିତା 132:15-18

Help us?
Click on verse(s) to share them!
15ଆମ୍ଭେ ତାହାର ଭକ୍ଷ୍ୟ ଉପରେ ବହୁଳ ରୂପେ ଆଶୀର୍ବାଦ କରିବା; ଆମ୍ଭେ ତାହାର ଦରିଦ୍ରଗଣକୁ ଅନ୍ନ ଦେଇ ତୃପ୍ତ କରିବା।
16ଆମ୍ଭେ ତାହାର ଯାଜକଗଣକୁ ହିଁ ତ୍ରାଣରୂପ ବସ୍ତ୍ର ପିନ୍ଧାଇବା ଓ ତାହାର ସଦ୍‍ଭକ୍ତମାନେ ଆନନ୍ଦରେ ଉଚ୍ଚଧ୍ୱନି କରିବେ।
17ସେଠାରେ ଆମ୍ଭେ ଦାଉଦର ଶୃଙ୍ଗ ଅଙ୍କୁରିତ କରିବା; ଆମ୍ଭେ ଆପଣା ଅଭିଷିକ୍ତଙ୍କ ପାଇଁ ଏକ ପ୍ରଦୀପ ନିରୂପଣ କରିଅଛୁ।
18ତାହାଙ୍କ ଶତ୍ରୁଗଣକୁ ଆମ୍ଭେ ଲଜ୍ଜାରୂପ ବସ୍ତ୍ର ପିନ୍ଧାଇବା; ମାତ୍ର ତାହାଙ୍କ ରାଜ୍ୟ ଉନ୍ନତି ହେବ।

Read ଗୀତସଂହିତା 132ଗୀତସଂହିତା 132
Compare ଗୀତସଂହିତା 132:15-18ଗୀତସଂହିତା 132:15-18