Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 132

ଗୀତସଂହିତା 132:3-5

Help us?
Click on verse(s) to share them!
3“ମୁଁ ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନିମନ୍ତେ ଏକ ସ୍ଥାନ ଓ ଯାକୁବର ବଳଦାତାଙ୍କ ନିମନ୍ତେ ଏକ ଆବାସ ପ୍ରାପ୍ତ ନ ହୁଏ,
4ସେପର୍ଯ୍ୟନ୍ତ ମୁଁ ନିଶ୍ଚୟ ଆପଣା ଗୃହ-ତମ୍ବୁରେ ପ୍ରବେଶ କରିବି ନାହିଁ, କିଅବା ଆପଣା ଶଯ୍ୟା ଉପରକୁ ଯିବି ନାହିଁ।
5ମୁଁ ଆପଣା ଚକ୍ଷୁକୁ ନିଦ୍ରା ଦେବି ନାହିଁ, ଅବା ଆପଣା ଚକ୍ଷୁପତାକୁ ଘୁମାଇବାକୁ ଦେବି ନାହିଁ।”

Read ଗୀତସଂହିତା 132ଗୀତସଂହିତା 132
Compare ଗୀତସଂହିତା 132:3-5ଗୀତସଂହିତା 132:3-5