Text copied!
Bibles in Odia

ଗୀତସଂହିତା 132:4-8 in Odia

Help us?

ଗୀତସଂହିତା 132:4-8 in ଓଡିଆ ବାଇବେଲ

4 ସେପର୍ଯ୍ୟନ୍ତ ମୁଁ ନିଶ୍ଚୟ ଆପଣା ଗୃହ-ତମ୍ବୁରେ ପ୍ରବେଶ କରିବି ନାହିଁ, କିଅବା ଆପଣା ଶଯ୍ୟା ଉପରକୁ ଯିବି ନାହିଁ।
5 ମୁଁ ଆପଣା ଚକ୍ଷୁକୁ ନିଦ୍ରା ଦେବି ନାହିଁ, ଅବା ଆପଣା ଚକ୍ଷୁପତାକୁ ଘୁମାଇବାକୁ ଦେବି ନାହିଁ।”
6 ଦେଖ, ଆମ୍ଭେମାନେ ଇଫ୍ରାଥାରେ ଏ ବିଷୟ ଶୁଣିଲୁ; ଆମ୍ଭେମାନେ ବନସ୍ଥ କ୍ଷେତ୍ରରେ ତାହା ପ୍ରାପ୍ତ ହେଲୁ।
7 ଆମ୍ଭେମାନେ ସଦାପ୍ରଭୁଙ୍କ ଆବାସକୁ ଯିବା; ଆମ୍ଭେମାନେ ତାହାଙ୍କ ପାଦପୀଠରେ ପ୍ରଣାମ କରିବା।
8 ହେ ସଦାପ୍ରଭୁ, ଉଠ, ତୁମ୍ଭେ ସ୍ୱପରାକ୍ରମର ସିନ୍ଦୁକ ସହିତ ଆପଣା ବିଶ୍ରାମ-ସ୍ଥାନକୁ ଗମନ କର।
ଗୀତସଂହିତା 132 in ଓଡିଆ ବାଇବେଲ