Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 132

ଗୀତସଂହିତା 132:7-9

Help us?
Click on verse(s) to share them!
7ଆମ୍ଭେମାନେ ସଦାପ୍ରଭୁଙ୍କ ଆବାସକୁ ଯିବା; ଆମ୍ଭେମାନେ ତାହାଙ୍କ ପାଦପୀଠରେ ପ୍ରଣାମ କରିବା।
8ହେ ସଦାପ୍ରଭୁ, ଉଠ, ତୁମ୍ଭେ ସ୍ୱପରାକ୍ରମର ସିନ୍ଦୁକ ସହିତ ଆପଣା ବିଶ୍ରାମ-ସ୍ଥାନକୁ ଗମନ କର।
9ତୁମ୍ଭର ଯାଜକମାନେ ଧର୍ମରୂପ ବସ୍ତ୍ର ପରିହିତ ହେଉନ୍ତୁ; ପୁଣି, ତୁମ୍ଭ ସଦ୍‍ଭକ୍ତମାନେ ଆନନ୍ଦଧ୍ୱନି କରନ୍ତୁ।

Read ଗୀତସଂହିତା 132ଗୀତସଂହିତା 132
Compare ଗୀତସଂହିତା 132:7-9ଗୀତସଂହିତା 132:7-9