Text copied!
Bibles in Odia

ଗୀତସଂହିତା 135:1-3 in Odia

Help us?

ଗୀତସଂହିତା 135:1-3 in ଓଡିଆ ବାଇବେଲ

1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ତୁମ୍ଭେମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କର; ହେ ସଦାପ୍ରଭୁଙ୍କ ଦାସମାନେ, ତାହାଙ୍କର ପ୍ରଶଂସା କର।
2 ସଦାପ୍ରଭୁଙ୍କ ଗୃହରେ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ-ପ୍ରାଙ୍ଗଣରେ ସେବା କରୁଥାଅ ଯେ ତୁମ୍ଭେମାନେ
3 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର; କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ନାମ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର; କାରଣ ତାହା ମନୋହର।
ଗୀତସଂହିତା 135 in ଓଡିଆ ବାଇବେଲ