Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 135

ଗୀତସଂହିତା 135:10-14

Help us?
Click on verse(s) to share them!
10ସେ ଅନେକ ଗୋଷ୍ଠୀଙ୍କୁ ସଂହାର କଲେ, ପରାକ୍ରାନ୍ତ ରାଜାମାନଙ୍କୁ,
11ଇମୋରୀୟମାନଙ୍କ ରାଜା ସୀହୋନକୁ ଓ ବାଶନର ରାଜା ଓଗ୍‍କୁ, ଆଉ କିଣାନର ସକଳ ରାଜ୍ୟକୁ ବଧ କଲେ।
12ପୁଣି, ସେମାନଙ୍କର ଦେଶ ଅଧିକାର ନିମନ୍ତେ ଦେଲେ, ଆପଣା ଲୋକ ଇସ୍ରାଏଲକୁ ଅଧିକାରାର୍ଥେ ଦେଲେ।
13ହେ ସଦାପ୍ରଭୁ, ତୁମ୍ଭ ନାମ ଅନନ୍ତକାଳସ୍ଥାୟୀ; ହେ ସଦାପ୍ରଭୁ, ତୁମ୍ଭ ସ୍ମରଣ ପୁରୁଷ ପରମ୍ପରାରେ ଥାଏ।
14ଯେହେତୁ ସଦାପ୍ରଭୁ ଆପଣା ଲୋକମାନଙ୍କର ବିଚାର କରିବେ ଓ ଆପଣା ଦାସମାନଙ୍କ ପ୍ରତି ସଦୟ ହେବେ।

Read ଗୀତସଂହିତା 135ଗୀତସଂହିତା 135
Compare ଗୀତସଂହିତା 135:10-14ଗୀତସଂହିତା 135:10-14