Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 135

ଗୀତସଂହିତା 135:11-12

Help us?
Click on verse(s) to share them!
11ଇମୋରୀୟମାନଙ୍କ ରାଜା ସୀହୋନକୁ ଓ ବାଶନର ରାଜା ଓଗ୍‍କୁ, ଆଉ କିଣାନର ସକଳ ରାଜ୍ୟକୁ ବଧ କଲେ।
12ପୁଣି, ସେମାନଙ୍କର ଦେଶ ଅଧିକାର ନିମନ୍ତେ ଦେଲେ, ଆପଣା ଲୋକ ଇସ୍ରାଏଲକୁ ଅଧିକାରାର୍ଥେ ଦେଲେ।

Read ଗୀତସଂହିତା 135ଗୀତସଂହିତା 135
Compare ଗୀତସଂହିତା 135:11-12ଗୀତସଂହିତା 135:11-12