17ସେମାନଙ୍କର କର୍ଣ୍ଣ ଅଛି, ମାତ୍ର ସେମାନେ ଶୁଣନ୍ତି ନାହିଁ; କିଅବା ସେମାନଙ୍କ ମୁଖରେ ନିଶ୍ୱାସପ୍ରଶ୍ୱାସ ନାହିଁ।
18ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କ ଠାରେ ନିର୍ଭରକାରୀ ପ୍ରତ୍ୟେକେ ସେମାନଙ୍କ ତୁଲ୍ୟ ହେବେ।
19ହେ ଇସ୍ରାଏଲ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର; ହେ ହାରୋଣ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର;