Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 135

ଗୀତସଂହିତା 135:17-20

Help us?
Click on verse(s) to share them!
17ସେମାନଙ୍କର କର୍ଣ୍ଣ ଅଛି, ମାତ୍ର ସେମାନେ ଶୁଣନ୍ତି ନାହିଁ; କିଅବା ସେମାନଙ୍କ ମୁଖରେ ନିଶ୍ୱାସପ୍ରଶ୍ୱାସ ନାହିଁ।
18ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କ ଠାରେ ନିର୍ଭରକାରୀ ପ୍ରତ୍ୟେକେ ସେମାନଙ୍କ ତୁଲ୍ୟ ହେବେ।
19ହେ ଇସ୍ରାଏଲ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର; ହେ ହାରୋଣ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର;
20ହେ ଲେବୀ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର। ହେ ସଦାପ୍ରଭୁଙ୍କ ଭୟକାରୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର।

Read ଗୀତସଂହିତା 135ଗୀତସଂହିତା 135
Compare ଗୀତସଂହିତା 135:17-20ଗୀତସଂହିତା 135:17-20