Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 135

ଗୀତସଂହିତା 135:19-21

Help us?
Click on verse(s) to share them!
19ହେ ଇସ୍ରାଏଲ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର; ହେ ହାରୋଣ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର;
20ହେ ଲେବୀ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର। ହେ ସଦାପ୍ରଭୁଙ୍କ ଭୟକାରୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର।
21ଯିରୂଶାଲମବାସୀ ସଦାପ୍ରଭୁ ସିୟୋନଠାରୁ ଧନ୍ୟ ହେଉନ୍ତୁ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

Read ଗୀତସଂହିତା 135ଗୀତସଂହିତା 135
Compare ଗୀତସଂହିତା 135:19-21ଗୀତସଂହିତା 135:19-21