Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 136

ଗୀତସଂହିତା 136:1-2

Help us?
Click on verse(s) to share them!
1ସଦାପ୍ରଭୁଙ୍କର ଧନ୍ୟବାଦ କର; କାରଣ ସେ ମଙ୍ଗଳମୟ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
2ଦେବମାନଙ୍କ ଦେବଙ୍କର ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

Read ଗୀତସଂହିତା 136ଗୀତସଂହିତା 136
Compare ଗୀତସଂହିତା 136:1-2ଗୀତସଂହିତା 136:1-2