Text copied!
Bibles in Odia

ଗୀତସଂହିତା 136:10-12 in Odia

Help us?

ଗୀତସଂହିତା 136:10-12 in ଓଡିଆ ବାଇବେଲ

10 ପ୍ରଥମଜାତମାନଙ୍କୁ (ସଂହାର କରିବା ଦ୍ୱାରା) ମିସରକୁ ଆଘାତ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
11 ପୁଣି, ସେମାନଙ୍କ ମଧ୍ୟରୁ ଇସ୍ରାଏଲକୁ ବାହାର କରି ଆଣିଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
12 ବଳବାନ ହସ୍ତ ଓ ବିସ୍ତୃତ ବାହୁ ଦ୍ୱାରା ତାହା କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
ଗୀତସଂହିତା 136 in ଓଡିଆ ବାଇବେଲ