Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 136

ଗୀତସଂହିତା 136:12-15

Help us?
Click on verse(s) to share them!
12ବଳବାନ ହସ୍ତ ଓ ବିସ୍ତୃତ ବାହୁ ଦ୍ୱାରା ତାହା କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
13ଯେ ସୂଫ ସାଗରକୁ ବିଭକ୍ତ କଲେ, ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
14ତହିଁ ମଧ୍ୟ ଦେଇ ଇସ୍ରାଏଲକୁ ପାର କରାଇଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
15ମାତ୍ର ଫାରୋ ଓ ତାହାର ସୈନ୍ୟଗଣକୁ ସୂଫ ସାଗରରେ ଠେଲି ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;

Read ଗୀତସଂହିତା 136ଗୀତସଂହିତା 136
Compare ଗୀତସଂହିତା 136:12-15ଗୀତସଂହିତା 136:12-15