Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 136

ଗୀତସଂହିତା 136:18-23

Help us?
Click on verse(s) to share them!
18ପରାକ୍ରାନ୍ତ ରାଜାମାନଙ୍କୁ ସଂହାର କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
19ଇମୋରୀୟମାନଙ୍କ ରାଜା ସୀହୋନକୁ ବଧ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
20ପୁଣି, ବାଶନର ରାଜା ଓଗ୍‍କୁ ବଧ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
21ଆଉ, ସେମାନଙ୍କ ଦେଶ ଅଧିକାରାର୍ଥେ ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
22ନିଜ ଦାସ ଇସ୍ରାଏଲର ଅଧିକାର ନିମନ୍ତେ ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
23ଆମ୍ଭମାନଙ୍କ ହୀନାବସ୍ଥା ସମୟରେ ଆମ୍ଭମାନଙ୍କୁ ସ୍ମରଣ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

Read ଗୀତସଂହିତା 136ଗୀତସଂହିତା 136
Compare ଗୀତସଂହିତା 136:18-23ଗୀତସଂହିତା 136:18-23