Text copied!
Bibles in Odia

ଗୀତସଂହିତା 136:18-23 in Odia

Help us?

ଗୀତସଂହିତା 136:18-23 in ଓଡିଆ ବାଇବେଲ

18 ପରାକ୍ରାନ୍ତ ରାଜାମାନଙ୍କୁ ସଂହାର କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
19 ଇମୋରୀୟମାନଙ୍କ ରାଜା ସୀହୋନକୁ ବଧ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
20 ପୁଣି, ବାଶନର ରାଜା ଓଗ୍‍କୁ ବଧ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
21 ଆଉ, ସେମାନଙ୍କ ଦେଶ ଅଧିକାରାର୍ଥେ ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
22 ନିଜ ଦାସ ଇସ୍ରାଏଲର ଅଧିକାର ନିମନ୍ତେ ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
23 ଆମ୍ଭମାନଙ୍କ ହୀନାବସ୍ଥା ସମୟରେ ଆମ୍ଭମାନଙ୍କୁ ସ୍ମରଣ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
ଗୀତସଂହିତା 136 in ଓଡିଆ ବାଇବେଲ