Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 136

ଗୀତସଂହିତା 136:19-22

Help us?
Click on verse(s) to share them!
19ଇମୋରୀୟମାନଙ୍କ ରାଜା ସୀହୋନକୁ ବଧ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
20ପୁଣି, ବାଶନର ରାଜା ଓଗ୍‍କୁ ବଧ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
21ଆଉ, ସେମାନଙ୍କ ଦେଶ ଅଧିକାରାର୍ଥେ ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
22ନିଜ ଦାସ ଇସ୍ରାଏଲର ଅଧିକାର ନିମନ୍ତେ ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;

Read ଗୀତସଂହିତା 136ଗୀତସଂହିତା 136
Compare ଗୀତସଂହିତା 136:19-22ଗୀତସଂହିତା 136:19-22