2ଦେବମାନଙ୍କ ଦେବଙ୍କର ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
3ପ୍ରଭୁମାନଙ୍କ ପ୍ରଭୁଙ୍କର ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
4ଯେ ମହତ୍ ମହତ୍ ଆଶ୍ଚର୍ଯ୍ୟକର୍ମ କରିବାରେ ଅଦ୍ୱିତୀୟ, ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
5ଯେ ବୁଦ୍ଧିରେ ଆକାଶମଣ୍ଡଳ ନିର୍ମାଣ କଲେ; ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କର ଦୟା ଅନନ୍ତକାଳସ୍ଥାୟୀ।