Text copied!
Bibles in Odia

ଗୀତସଂହିତା 136:20-25 in Odia

Help us?

ଗୀତସଂହିତା 136:20-25 in ଓଡିଆ ବାଇବେଲ

20 ପୁଣି, ବାଶନର ରାଜା ଓଗ୍‍କୁ ବଧ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
21 ଆଉ, ସେମାନଙ୍କ ଦେଶ ଅଧିକାରାର୍ଥେ ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
22 ନିଜ ଦାସ ଇସ୍ରାଏଲର ଅଧିକାର ନିମନ୍ତେ ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
23 ଆମ୍ଭମାନଙ୍କ ହୀନାବସ୍ଥା ସମୟରେ ଆମ୍ଭମାନଙ୍କୁ ସ୍ମରଣ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
24 ପୁଣି, ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
25 ସବୁ ପ୍ରାଣୀକୁ ଆହାର ଦିଅନ୍ତି ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
ଗୀତସଂହିତା 136 in ଓଡିଆ ବାଇବେଲ