Text copied!
Bibles in Odia

ଗୀତସଂହିତା 136:23-26 in Odia

Help us?

ଗୀତସଂହିତା 136:23-26 in ଓଡିଆ ବାଇବେଲ

23 ଆମ୍ଭମାନଙ୍କ ହୀନାବସ୍ଥା ସମୟରେ ଆମ୍ଭମାନଙ୍କୁ ସ୍ମରଣ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
24 ପୁଣି, ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
25 ସବୁ ପ୍ରାଣୀକୁ ଆହାର ଦିଅନ୍ତି ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
26 ସ୍ୱର୍ଗର ପରମେଶ୍ୱରଙ୍କ ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
ଗୀତସଂହିତା 136 in ଓଡିଆ ବାଇବେଲ