Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 136

ଗୀତସଂହିତା 136:6-9

Help us?
Click on verse(s) to share them!
6ଯେ ଭୂମଣ୍ଡଳକୁ ଜଳରାଶି ଉପରେ ବିସ୍ତୀର୍ଣ୍ଣ କଲେ; ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
7ଯେ ମହାଜ୍ୟୋତିର୍ଗଣ ନିର୍ମାଣ କଲେ, ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
8ଦିବସରେ କର୍ତ୍ତୃତ୍ୱ କରିବା ପାଇଁ ସୂର୍ଯ୍ୟକୁ (ନିର୍ମାଣ କଲେ ସେ;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
9ରାତ୍ରିରେ କର୍ତ୍ତୃତ୍ୱ କରିବା ପାଇଁ ଚନ୍ଦ୍ର ଓ ତାରାଗଣ (ନିର୍ମାଣ କଲେ ସେ;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

Read ଗୀତସଂହିତା 136ଗୀତସଂହିତା 136
Compare ଗୀତସଂହିତା 136:6-9ଗୀତସଂହିତା 136:6-9