Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 137

ଗୀତସଂହିତା 137:4-7

Help us?
Click on verse(s) to share them!
4ଆମ୍ଭେମାନେ ବିଦେଶରେ କିପରି କରି ସଦାପ୍ରଭୁଙ୍କ ଗୀତ ଗାନ କରିବା ?
5ହେ ଯିରୂଶାଲମ, ଯଦି ମୁଁ ତୁମ୍ଭକୁ ପାସୋରେ, ତେବେ ମୋହର ଦକ୍ଷିଣ ହସ୍ତ ଆପଣା ବଜାଇବା କୌଶଳ ପାସୋରି ଯାଉ।
6ଯଦି ମୁଁ ତୁମ୍ଭଙ୍କୁ ସ୍ମରଣ ନ କରେ, ଯଦି ମୁଁ ଯିରୂଶାଲମକୁ ଆପଣା ପରମାନନ୍ଦରୁ ଅଧିକ ଭଲ ନ ମଣେ, ତେବେ ମୋହର ଜିହ୍ୱା ମୋ’ ମୁଖର ତାଳୁରେ ଲାଗି ରହୁ।
7ହେ ସଦାପ୍ରଭୁ, ଇଦୋମୀୟ ସନ୍ତାନଗଣ ପ୍ରତିକୂଳରେ ଯିରୂଶାଲମର ଦିନ ସ୍ମରଣ କର; ସେମାନେ କହିଲେ, “ଉତ୍ପାଟନ କର, ତହିଁର ମୂଳ ପର୍ଯ୍ୟନ୍ତ ଉତ୍ପାଟନ କର।”

Read ଗୀତସଂହିତା 137ଗୀତସଂହିତା 137
Compare ଗୀତସଂହିତା 137:4-7ଗୀତସଂହିତା 137:4-7