Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 137

ଗୀତସଂହିତା 137:7-8

Help us?
Click on verse(s) to share them!
7ହେ ସଦାପ୍ରଭୁ, ଇଦୋମୀୟ ସନ୍ତାନଗଣ ପ୍ରତିକୂଳରେ ଯିରୂଶାଲମର ଦିନ ସ୍ମରଣ କର; ସେମାନେ କହିଲେ, “ଉତ୍ପାଟନ କର, ତହିଁର ମୂଳ ପର୍ଯ୍ୟନ୍ତ ଉତ୍ପାଟନ କର।”
8ଆଗୋ ବିନାଶ୍ୟ ବାବିଲୀୟ କନ୍ୟେ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଯେରୂପ କରିଅଛ, ତୁମ୍ଭକୁ ସେହିରୂପ ପ୍ରତିଫଳ ଯେ ଦେବ, ସେ ଧନ୍ୟ।

Read ଗୀତସଂହିତା 137ଗୀତସଂହିତା 137
Compare ଗୀତସଂହିତା 137:7-8ଗୀତସଂହିତା 137:7-8