3ମୁଁ ପ୍ରାର୍ଥନା କରିବା ଦିନ ତୁମ୍ଭେ ମୋତେ ଉତ୍ତର ଦେଲ, ତୁମ୍ଭେ ମୋ’ ପ୍ରାଣକୁ ବଳ ଦେଇ ସାହସିକ କଲ।
4ହେ ସଦାପ୍ରଭୁ, ପୃଥିବୀସ୍ଥ ସମସ୍ତ ରାଜା ତୁମ୍ଭର ଧନ୍ୟବାଦ କରିବେ, କାରଣ ସେମାନେ ତୁମ୍ଭ ମୁଖର ବାକ୍ୟ ଶୁଣିଅଛନ୍ତି।
5ହଁ, ସେମାନେ ସଦାପ୍ରଭୁଙ୍କ ପଥ ବିଷୟ ଗାନ କରିବେ; କାରଣ ସଦାପ୍ରଭୁଙ୍କ ଗୌରବ ମହତ୍।
6ଯେହେତୁ ସଦାପ୍ରଭୁ ଉଚ୍ଚ ହେଲେ ହେଁ ନୀଚ ଲୋକଙ୍କ ପ୍ରତି ଦୃଷ୍ଟି କରନ୍ତି; ମାତ୍ର ସେ ଗର୍ବୀକୁ ଦୂରରୁ ଚିହ୍ନନ୍ତି।