Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 138

ଗୀତସଂହିତା 138:5-8

Help us?
Click on verse(s) to share them!
5ହଁ, ସେମାନେ ସଦାପ୍ରଭୁଙ୍କ ପଥ ବିଷୟ ଗାନ କରିବେ; କାରଣ ସଦାପ୍ରଭୁଙ୍କ ଗୌରବ ମହତ୍‍।
6ଯେହେତୁ ସଦାପ୍ରଭୁ ଉଚ୍ଚ ହେଲେ ହେଁ ନୀଚ ଲୋକଙ୍କ ପ୍ରତି ଦୃଷ୍ଟି କରନ୍ତି; ମାତ୍ର ସେ ଗର୍ବୀକୁ ଦୂରରୁ ଚିହ୍ନନ୍ତି।
7ମୁଁ ସଙ୍କଟ ମଧ୍ୟରେ ଗମନ କଲେ ହେଁ ତୁମ୍ଭେ ମୋତେ ସୁରକ୍ଷିତ ରଖିବ, ତୁମ୍ଭେ ମୋ’ ଶତ୍ରୁଗଣର କୋପ ପ୍ରତିକୂଳରେ ଆପଣା ହସ୍ତ ବିସ୍ତାର କରିବ ଓ ତୁମ୍ଭ ଦକ୍ଷିଣ ହସ୍ତ ମୋତେ ତ୍ରାଣ କରିବ।
8ସଦାପ୍ରଭୁ ମୋ’ ସମ୍ପର୍କୀୟ ବିଷୟ ସାଧନ କରିବେ; ହେ ସଦାପ୍ରଭୁ, ତୁମ୍ଭ ଦୟା ଅନନ୍ତକାଳସ୍ଥାୟୀ; ତୁମ୍ଭେ ଆପଣା ହସ୍ତକୃତ କର୍ମ ପରିତ୍ୟାଗ କର ନାହିଁ।

Read ଗୀତସଂହିତା 138ଗୀତସଂହିତା 138
Compare ଗୀତସଂହିତା 138:5-8ଗୀତସଂହିତା 138:5-8