Text copied!
Bibles in Odia

ଗୀତସଂହିତା 138:5-8 in Odia

Help us?

ଗୀତସଂହିତା 138:5-8 in ଓଡିଆ ବାଇବେଲ

5 ହଁ, ସେମାନେ ସଦାପ୍ରଭୁଙ୍କ ପଥ ବିଷୟ ଗାନ କରିବେ; କାରଣ ସଦାପ୍ରଭୁଙ୍କ ଗୌରବ ମହତ୍‍।
6 ଯେହେତୁ ସଦାପ୍ରଭୁ ଉଚ୍ଚ ହେଲେ ହେଁ ନୀଚ ଲୋକଙ୍କ ପ୍ରତି ଦୃଷ୍ଟି କରନ୍ତି; ମାତ୍ର ସେ ଗର୍ବୀକୁ ଦୂରରୁ ଚିହ୍ନନ୍ତି।
7 ମୁଁ ସଙ୍କଟ ମଧ୍ୟରେ ଗମନ କଲେ ହେଁ ତୁମ୍ଭେ ମୋତେ ସୁରକ୍ଷିତ ରଖିବ, ତୁମ୍ଭେ ମୋ’ ଶତ୍ରୁଗଣର କୋପ ପ୍ରତିକୂଳରେ ଆପଣା ହସ୍ତ ବିସ୍ତାର କରିବ ଓ ତୁମ୍ଭ ଦକ୍ଷିଣ ହସ୍ତ ମୋତେ ତ୍ରାଣ କରିବ।
8 ସଦାପ୍ରଭୁ ମୋ’ ସମ୍ପର୍କୀୟ ବିଷୟ ସାଧନ କରିବେ; ହେ ସଦାପ୍ରଭୁ, ତୁମ୍ଭ ଦୟା ଅନନ୍ତକାଳସ୍ଥାୟୀ; ତୁମ୍ଭେ ଆପଣା ହସ୍ତକୃତ କର୍ମ ପରିତ୍ୟାଗ କର ନାହିଁ।
ଗୀତସଂହିତା 138 in ଓଡିଆ ବାଇବେଲ