Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 139

ଗୀତସଂହିତା 139:4-7

Help us?
Click on verse(s) to share them!
4କାରଣ ହେ ସଦାପ୍ରଭୁ, ଦେଖ, ଯାହା ତୁମ୍ଭଙ୍କୁ ସମ୍ପୂର୍ଣ୍ଣ ଗୋଚର ନୁହେଁ, ଏପରି ଗୋଟିଏ କଥା ମୋ’ ଜିହ୍ୱାରେ ନାହିଁ।
5ତୁମ୍ଭେ ମୋତେ ପଛରେ ଓ ଆଗରେ ଘେରିଅଛ ଓ ମୋ’ ଉପରେ ଆପଣା ହସ୍ତ ରଖିଅଛ।
6ଏହି ପ୍ରକାର ଜ୍ଞାନ ମୋ’ ପ୍ରତି ଅତି ଆଶ୍ଚର୍ଯ୍ୟ; ତାହା ଉଚ୍ଚ, ମୋ’ ବୋଧର ଅଗମ୍ୟ।
7ତୁମ୍ଭ ଆତ୍ମାଠାରୁ ମୁଁ କେଉଁଠାକୁ ଯିବି ? ଅବା ତୁମ୍ଭ ସାକ୍ଷାତରୁ ମୁଁ କେଉଁଠାକୁ ପଳାଇବି ?

Read ଗୀତସଂହିତା 139ଗୀତସଂହିତା 139
Compare ଗୀତସଂହିତା 139:4-7ଗୀତସଂହିତା 139:4-7