Text copied!
Bibles in Odia

ଗୀତସଂହିତା 139:4-9 in Odia

Help us?

ଗୀତସଂହିତା 139:4-9 in ଓଡିଆ ବାଇବେଲ

4 କାରଣ ହେ ସଦାପ୍ରଭୁ, ଦେଖ, ଯାହା ତୁମ୍ଭଙ୍କୁ ସମ୍ପୂର୍ଣ୍ଣ ଗୋଚର ନୁହେଁ, ଏପରି ଗୋଟିଏ କଥା ମୋ’ ଜିହ୍ୱାରେ ନାହିଁ।
5 ତୁମ୍ଭେ ମୋତେ ପଛରେ ଓ ଆଗରେ ଘେରିଅଛ ଓ ମୋ’ ଉପରେ ଆପଣା ହସ୍ତ ରଖିଅଛ।
6 ଏହି ପ୍ରକାର ଜ୍ଞାନ ମୋ’ ପ୍ରତି ଅତି ଆଶ୍ଚର୍ଯ୍ୟ; ତାହା ଉଚ୍ଚ, ମୋ’ ବୋଧର ଅଗମ୍ୟ।
7 ତୁମ୍ଭ ଆତ୍ମାଠାରୁ ମୁଁ କେଉଁଠାକୁ ଯିବି ? ଅବା ତୁମ୍ଭ ସାକ୍ଷାତରୁ ମୁଁ କେଉଁଠାକୁ ପଳାଇବି ?
8 ଯଦି ମୁଁ ସ୍ୱର୍ଗକୁ ଆରୋହଣ କରେ, ତେବେ ତୁମ୍ଭେ ସେଠାରେ। ଯଦି ମୁଁ ପାତାଳରେ ବିଛଣା କରେ, ତେବେ ଦେଖ, ତୁମ୍ଭେ ସେଠାରେ
9 ଯଦି ମୁଁ ଅରୁଣର ପକ୍ଷ ଧରେ ଓ ସମୁଦ୍ରର ପ୍ରାନ୍ତ ସୀମାରେ ବାସ କରେ;
ଗୀତସଂହିତା 139 in ଓଡିଆ ବାଇବେଲ