Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 139

ଗୀତସଂହିତା 139:7-9

Help us?
Click on verse(s) to share them!
7ତୁମ୍ଭ ଆତ୍ମାଠାରୁ ମୁଁ କେଉଁଠାକୁ ଯିବି ? ଅବା ତୁମ୍ଭ ସାକ୍ଷାତରୁ ମୁଁ କେଉଁଠାକୁ ପଳାଇବି ?
8ଯଦି ମୁଁ ସ୍ୱର୍ଗକୁ ଆରୋହଣ କରେ, ତେବେ ତୁମ୍ଭେ ସେଠାରେ। ଯଦି ମୁଁ ପାତାଳରେ ବିଛଣା କରେ, ତେବେ ଦେଖ, ତୁମ୍ଭେ ସେଠାରେ
9ଯଦି ମୁଁ ଅରୁଣର ପକ୍ଷ ଧରେ ଓ ସମୁଦ୍ରର ପ୍ରାନ୍ତ ସୀମାରେ ବାସ କରେ;

Read ଗୀତସଂହିତା 139ଗୀତସଂହିତା 139
Compare ଗୀତସଂହିତା 139:7-9ଗୀତସଂହିତା 139:7-9