Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 139

ଗୀତସଂହିତା 139:8-10

Help us?
Click on verse(s) to share them!
8ଯଦି ମୁଁ ସ୍ୱର୍ଗକୁ ଆରୋହଣ କରେ, ତେବେ ତୁମ୍ଭେ ସେଠାରେ। ଯଦି ମୁଁ ପାତାଳରେ ବିଛଣା କରେ, ତେବେ ଦେଖ, ତୁମ୍ଭେ ସେଠାରେ
9ଯଦି ମୁଁ ଅରୁଣର ପକ୍ଷ ଧରେ ଓ ସମୁଦ୍ରର ପ୍ରାନ୍ତ ସୀମାରେ ବାସ କରେ;
10ସେଠାରେ ହେଁ ତୁମ୍ଭର ହସ୍ତ ମୋତେ ଚଳାଇବ ଓ ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରିବ।

Read ଗୀତସଂହିତା 139ଗୀତସଂହିତା 139
Compare ଗୀତସଂହିତା 139:8-10ଗୀତସଂହିତା 139:8-10