Text copied!
Bibles in Odia

ଗୀତସଂହିତା 13:3-4 in Odia

Help us?

ଗୀତସଂହିତା 13:3-4 in ଓଡିଆ ବାଇବେଲ

3 ହେ ସଦାପ୍ରଭୁ, ମୋ’ ପରମେଶ୍ୱର, ବିବେଚନା କର ଓ ମୋତେ ଉତ୍ତର ଦିଅ; ମୋହର ଚକ୍ଷୁ ସତେଜ କର, ନୋହିଲେ ମୁଁ ମୃତ୍ୟୁୁ-ନିଦ୍ରାରେ ନିଦ୍ରାଗତ ହେବି;
4 କେଜାଣି ମୋ’ ଶତ୍ରୁ କହିବ, “ମୁଁ ତାହାକୁ ଜୟ କରିଅଛି,” ଆଉ, ମୁଁ ଘୁଞ୍ଚାଗଲେ, ମୋହର ବିପକ୍ଷଗଣ ଉଲ୍ଲାସ କରିବେ।
ଗୀତସଂହିତା 13 in ଓଡିଆ ବାଇବେଲ