Text copied!
Bibles in Odia

ଗୀତସଂହିତା 13:3-6 in Odia

Help us?

ଗୀତସଂହିତା 13:3-6 in ଓଡିଆ ବାଇବେଲ

3 ହେ ସଦାପ୍ରଭୁ, ମୋ’ ପରମେଶ୍ୱର, ବିବେଚନା କର ଓ ମୋତେ ଉତ୍ତର ଦିଅ; ମୋହର ଚକ୍ଷୁ ସତେଜ କର, ନୋହିଲେ ମୁଁ ମୃତ୍ୟୁୁ-ନିଦ୍ରାରେ ନିଦ୍ରାଗତ ହେବି;
4 କେଜାଣି ମୋ’ ଶତ୍ରୁ କହିବ, “ମୁଁ ତାହାକୁ ଜୟ କରିଅଛି,” ଆଉ, ମୁଁ ଘୁଞ୍ଚାଗଲେ, ମୋହର ବିପକ୍ଷଗଣ ଉଲ୍ଲାସ କରିବେ।
5 ମାତ୍ର ମୁଁ ତୁମ୍ଭ ଦୟାରେ ଭରସା ରଖିଅଛି; ତୁମ୍ଭ କୃତ ପରିତ୍ରାଣରେ ମୋର ଅନ୍ତଃକରଣ ଉଲ୍ଲାସ କରିବ;
6 ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି, କାରଣ ସେ ମୋହର ପ୍ରଚୁର ମଙ୍ଗଳ କରିଅଛନ୍ତି।
ଗୀତସଂହିତା 13 in ଓଡିଆ ବାଇବେଲ