Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 140

ଗୀତସଂହିତା 140:1-2

Help us?
Click on verse(s) to share them!
1ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ହେ ସଦାପ୍ରଭୁ, ଦୁର୍ଜ୍ଜନଠାରୁ ମୋତେ ଉଦ୍ଧାର କର; ଦୌରାତ୍ମ୍ୟକାରୀ ମନୁଷ୍ୟଠାରୁ ମୋତେ ରକ୍ଷା କର।
2ସେମାନେ ମନେ ମନେ କୁକଳ୍ପନା କରନ୍ତି; ସେମାନେ ଯୁଦ୍ଧ କରିବାକୁ ପ୍ରତି ଦିନ ଏକତ୍ରିତ ହୁଅନ୍ତି।

Read ଗୀତସଂହିତା 140ଗୀତସଂହିତା 140
Compare ଗୀତସଂହିତା 140:1-2ଗୀତସଂହିତା 140:1-2