Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 140

ଗୀତସଂହିତା 140:3-4

Help us?
Click on verse(s) to share them!
3ସେମାନେ ସର୍ପ ପରି ଆପଣା ଆପଣା ଜିହ୍ୱା ତୀକ୍ଷ୍ଣ କରିଅଛନ୍ତି; ସେମାନଙ୍କ ଓଷ୍ଠାଧର ତଳେ କାଳସର୍ପର ଗରଳ ଥାଏ। ସେଲା
4ହେ ସଦାପ୍ରଭୁ, ଦୁଷ୍ଟର ହସ୍ତରୁ ମୋତେ ରଖ; ଦୌରାତ୍ମ୍ୟକାରୀ ମନୁଷ୍ୟଠାରୁ ମୋତେ ରକ୍ଷା କର; ସେମାନେ ବିପଥକୁ ମୋ’ ଚରଣ ପେଲି ଦେବା ପାଇଁ କଳ୍ପନା କରିଅଛନ୍ତି।

Read ଗୀତସଂହିତା 140ଗୀତସଂହିତା 140
Compare ଗୀତସଂହିତା 140:3-4ଗୀତସଂହିତା 140:3-4