Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 140

ଗୀତସଂହିତା 140:3-6

Help us?
Click on verse(s) to share them!
3ସେମାନେ ସର୍ପ ପରି ଆପଣା ଆପଣା ଜିହ୍ୱା ତୀକ୍ଷ୍ଣ କରିଅଛନ୍ତି; ସେମାନଙ୍କ ଓଷ୍ଠାଧର ତଳେ କାଳସର୍ପର ଗରଳ ଥାଏ। ସେଲା
4ହେ ସଦାପ୍ରଭୁ, ଦୁଷ୍ଟର ହସ୍ତରୁ ମୋତେ ରଖ; ଦୌରାତ୍ମ୍ୟକାରୀ ମନୁଷ୍ୟଠାରୁ ମୋତେ ରକ୍ଷା କର; ସେମାନେ ବିପଥକୁ ମୋ’ ଚରଣ ପେଲି ଦେବା ପାଇଁ କଳ୍ପନା କରିଅଛନ୍ତି।
5ଅହଙ୍କାରୀମାନେ ଗୋପନରେ ମୋ’ ପାଇଁ ଫାନ୍ଦ ଓ ଦଉଡ଼ି ପାତିଅଛନ୍ତି। ସେମାନେ ପଥ ପାର୍ଶ୍ୱରେ ଜାଲ ପ୍ରସାରି ଅଛନ୍ତି; ସେମାନେ ମୋ’ ପାଇଁ ଯନ୍ତା ବସାଇ ଅଛନ୍ତି। ସେଲା
6ମୁଁ ସଦାପ୍ରଭୁଙ୍କୁ କହିଲି, “ତୁମ୍ଭେ ମୋହର ପରମେଶ୍ୱର; ହେ ସଦାପ୍ରଭୁ, ମୋ’ ନିବେଦନର ରବରେ କର୍ଣ୍ଣପାତ କର।”

Read ଗୀତସଂହିତା 140ଗୀତସଂହିତା 140
Compare ଗୀତସଂହିତା 140:3-6ଗୀତସଂହିତା 140:3-6