Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 140

ଗୀତସଂହିତା 140:6-10

Help us?
Click on verse(s) to share them!
6ମୁଁ ସଦାପ୍ରଭୁଙ୍କୁ କହିଲି, “ତୁମ୍ଭେ ମୋହର ପରମେଶ୍ୱର; ହେ ସଦାପ୍ରଭୁ, ମୋ’ ନିବେଦନର ରବରେ କର୍ଣ୍ଣପାତ କର।”
7ହେ ମୋ’ ପରିତ୍ରାଣର ବଳ ସ୍ୱରୂପ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଯୁଦ୍ଧର ଦିନରେ ମୋ’ ମସ୍ତକ ରକ୍ଷା କରିଅଛ।
8ହେ ସଦାପ୍ରଭୁ, ଦୁଷ୍ଟର ବାଞ୍ଛା ପ୍ରଦାନ କର ନାହିଁ; ତାହାର କୁକଳ୍ପନା ସିଦ୍ଧ କର ନାହିଁ; କେଜାଣି ସେମାନେ ଆପଣାମାନଙ୍କୁ ଗର୍ବିତ କରିବେ। ସେଲା
9ଯେଉଁମାନେ ମୋତେ ଘେରିଅଛନ୍ତି, ସେମାନଙ୍କ ନିଜ ଓଷ୍ଠାଧରର ଦୌରାତ୍ମ୍ୟ ସେମାନଙ୍କ ମସ୍ତକ ଉପରେ ବର୍ତ୍ତୁ।
10ସେମାନଙ୍କ ଉପରେ ଜ୍ୱଳନ୍ତା ଅଙ୍ଗାର ପଡ଼ୁ। ସେମାନେ ଅଗ୍ନିରେ ନିକ୍ଷିପ୍ତ ହେଉନ୍ତୁ; ସେମାନେ ଯେପରି ଆଉ ଉଠି ନ ପାରିବେ, ଏଥିପାଇଁ ଗଭୀର ଗର୍ତ୍ତରେ ନିକ୍ଷିପ୍ତ ହେଉନ୍ତୁ।

Read ଗୀତସଂହିତା 140ଗୀତସଂହିତା 140
Compare ଗୀତସଂହିତା 140:6-10ଗୀତସଂହିତା 140:6-10