Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 140

ଗୀତସଂହିତା 140:7-8

Help us?
Click on verse(s) to share them!
7ହେ ମୋ’ ପରିତ୍ରାଣର ବଳ ସ୍ୱରୂପ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଯୁଦ୍ଧର ଦିନରେ ମୋ’ ମସ୍ତକ ରକ୍ଷା କରିଅଛ।
8ହେ ସଦାପ୍ରଭୁ, ଦୁଷ୍ଟର ବାଞ୍ଛା ପ୍ରଦାନ କର ନାହିଁ; ତାହାର କୁକଳ୍ପନା ସିଦ୍ଧ କର ନାହିଁ; କେଜାଣି ସେମାନେ ଆପଣାମାନଙ୍କୁ ଗର୍ବିତ କରିବେ। ସେଲା

Read ଗୀତସଂହିତା 140ଗୀତସଂହିତା 140
Compare ଗୀତସଂହିତା 140:7-8ଗୀତସଂହିତା 140:7-8