Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 140

ଗୀତସଂହିତା 140:8-11

Help us?
Click on verse(s) to share them!
8ହେ ସଦାପ୍ରଭୁ, ଦୁଷ୍ଟର ବାଞ୍ଛା ପ୍ରଦାନ କର ନାହିଁ; ତାହାର କୁକଳ୍ପନା ସିଦ୍ଧ କର ନାହିଁ; କେଜାଣି ସେମାନେ ଆପଣାମାନଙ୍କୁ ଗର୍ବିତ କରିବେ। ସେଲା
9ଯେଉଁମାନେ ମୋତେ ଘେରିଅଛନ୍ତି, ସେମାନଙ୍କ ନିଜ ଓଷ୍ଠାଧରର ଦୌରାତ୍ମ୍ୟ ସେମାନଙ୍କ ମସ୍ତକ ଉପରେ ବର୍ତ୍ତୁ।
10ସେମାନଙ୍କ ଉପରେ ଜ୍ୱଳନ୍ତା ଅଙ୍ଗାର ପଡ଼ୁ। ସେମାନେ ଅଗ୍ନିରେ ନିକ୍ଷିପ୍ତ ହେଉନ୍ତୁ; ସେମାନେ ଯେପରି ଆଉ ଉଠି ନ ପାରିବେ, ଏଥିପାଇଁ ଗଭୀର ଗର୍ତ୍ତରେ ନିକ୍ଷିପ୍ତ ହେଉନ୍ତୁ।
11ଦୁର୍ମୁଖ ଲୋକ ପୃଥିବୀରେ ସ୍ଥିର ହେବ ନାହିଁ; ଉପଦ୍ରବୀକୁ ନିପାତ କରିବା ପାଇଁ ଅମଙ୍ଗଳ ମୃଗୟା କରିବ।

Read ଗୀତସଂହିତା 140ଗୀତସଂହିତା 140
Compare ଗୀତସଂହିତା 140:8-11ଗୀତସଂହିତା 140:8-11