Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 141

ଗୀତସଂହିତା 141:1-3

Help us?
Click on verse(s) to share them!
1ଦାଉଦଙ୍କର ଗୀତ। ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି; ମୋ’ ପକ୍ଷରେ ସତ୍ୱର ହୁଅ; ମୁଁ ଡାକିବା ବେଳେ ମୋ’ ରବରେ କର୍ଣ୍ଣ ଦିଅ।
2ସୁଗନ୍ଧି ଧୂପ ପରି ମୋ’ ପ୍ରାର୍ଥନା, ସନ୍ଧ୍ୟାକାଳୀନ ନୈବେଦ୍ୟ ପରି ମୋହର ହସ୍ତ ଉତ୍ତୋଳନ ତୁମ୍ଭ ଛାମୁରେ ଉପସ୍ଥିତ ହେଉ।
3ହେ ସଦାପ୍ରଭୁ, ମୋ’ ମୁଖ ଆଗରେ ପ୍ରହରୀ ନିଯୁକ୍ତ କର; ମୋ’ ଓଷ୍ଠାଧରର କବାଟ ରକ୍ଷା କର।

Read ଗୀତସଂହିତା 141ଗୀତସଂହିତା 141
Compare ଗୀତସଂହିତା 141:1-3ଗୀତସଂହିତା 141:1-3