Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 141

ଗୀତସଂହିତା 141:3-4

Help us?
Click on verse(s) to share them!
3ହେ ସଦାପ୍ରଭୁ, ମୋ’ ମୁଖ ଆଗରେ ପ୍ରହରୀ ନିଯୁକ୍ତ କର; ମୋ’ ଓଷ୍ଠାଧରର କବାଟ ରକ୍ଷା କର।
4ଅଧର୍ମାଚାରୀ ଲୋକମାନଙ୍କ ସଙ୍ଗେ ଦୁଷ୍ଟ କ୍ରିୟାରେ ନିଯୁକ୍ତ ହେବା ପାଇଁ କୌଣସି ମନ୍ଦ ବିଷୟରେ ମୋ’ ଚିତ୍ତକୁ ପ୍ରବର୍ତ୍ତାଅ ନାହିଁ ଓ ସେମାନଙ୍କ ସୁସ୍ୱାଦୁ ଭକ୍ଷ୍ୟ ଭୋଜନ କରିବାକୁ ମୋତେ ଦିଅ ନାହିଁ।

Read ଗୀତସଂହିତା 141ଗୀତସଂହିତା 141
Compare ଗୀତସଂହିତା 141:3-4ଗୀତସଂହିତା 141:3-4