Text copied!
Bibles in Odia

ଗୀତସଂହିତା 141:5-8 in Odia

Help us?

ଗୀତସଂହିତା 141:5-8 in ଓଡିଆ ବାଇବେଲ

5 ଧାର୍ମିକ ଲୋକ ମୋତେ ପ୍ରହାର କରୁ, ତାହା ମୋ’ ପ୍ରତି ଦୟା ହେବ ଓ ସେ ମୋତେ ଅନୁଯୋଗ କରୁ, ତାହା ମସ୍ତକରେ ତୈଳ ସ୍ୱରୂପ ହେବ; ମୋ’ ମସ୍ତକ ତାହା ଅଗ୍ରାହ୍ୟ ନ କରୁ; ସେମାନଙ୍କର ନାନା ଦୁଷ୍ଟତା ସମୟରେ ମୋହର ପ୍ରାର୍ଥନା ଚଳୁଥିବ।
6 ସେମାନଙ୍କ ବିଚାରକର୍ତ୍ତାମାନେ ଶୈଳ ପାର୍ଶ୍ୱରେ ନିକ୍ଷିପ୍ତ ହୋଇଅଛନ୍ତି; ମୋହର ବାକ୍ୟ ମଧୁର, ଏଣୁ ସେମାନେ ତାହା ଶୁଣିବେ।
7 କେହି ଭୂମି ଚାଷ ଓ ବିଦୀର୍ଣ୍ଣ କରିବା ବେଳେ ଯେପରି, ସେପରି କବର ମୁଖରେ ଆମ୍ଭମାନଙ୍କ ଅସ୍ଥିସବୁ ଛିନ୍ନଭିନ୍ନ ହୋଇଅଛି।
8 କାରଣ ହେ ପ୍ରଭୁ, ସଦାପ୍ରଭୁ, ମୋ’ ଦୃଷ୍ଟି ତୁମ୍ଭ ଆଡ଼େ ଅଛି; ମୁଁ ତୁମ୍ଭଠାରେ ଭରସା ରଖିଅଛି; ମୋ’ ପ୍ରାଣକୁ ଅନାଥ କରି ତ୍ୟାଗ କର ନାହିଁ।
ଗୀତସଂହିତା 141 in ଓଡିଆ ବାଇବେଲ