Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 141

ଗୀତସଂହିତା 141:7-9

Help us?
Click on verse(s) to share them!
7କେହି ଭୂମି ଚାଷ ଓ ବିଦୀର୍ଣ୍ଣ କରିବା ବେଳେ ଯେପରି, ସେପରି କବର ମୁଖରେ ଆମ୍ଭମାନଙ୍କ ଅସ୍ଥିସବୁ ଛିନ୍ନଭିନ୍ନ ହୋଇଅଛି।
8କାରଣ ହେ ପ୍ରଭୁ, ସଦାପ୍ରଭୁ, ମୋ’ ଦୃଷ୍ଟି ତୁମ୍ଭ ଆଡ଼େ ଅଛି; ମୁଁ ତୁମ୍ଭଠାରେ ଭରସା ରଖିଅଛି; ମୋ’ ପ୍ରାଣକୁ ଅନାଥ କରି ତ୍ୟାଗ କର ନାହିଁ।
9ମୋ’ ନିମନ୍ତେ ସେମାନଙ୍କ ପାତିତ ଫାନ୍ଦରୁ ଓ ଅଧର୍ମାଚାରୀମାନଙ୍କ ଯନ୍ତାରୁ ମୋତେ ରକ୍ଷା କର।

Read ଗୀତସଂହିତା 141ଗୀତସଂହିତା 141
Compare ଗୀତସଂହିତା 141:7-9ଗୀତସଂହିତା 141:7-9