8କାରଣ ହେ ପ୍ରଭୁ, ସଦାପ୍ରଭୁ, ମୋ’ ଦୃଷ୍ଟି ତୁମ୍ଭ ଆଡ଼େ ଅଛି; ମୁଁ ତୁମ୍ଭଠାରେ ଭରସା ରଖିଅଛି; ମୋ’ ପ୍ରାଣକୁ ଅନାଥ କରି ତ୍ୟାଗ କର ନାହିଁ।
9ମୋ’ ନିମନ୍ତେ ସେମାନଙ୍କ ପାତିତ ଫାନ୍ଦରୁ ଓ ଅଧର୍ମାଚାରୀମାନଙ୍କ ଯନ୍ତାରୁ ମୋତେ ରକ୍ଷା କର।
10ଦୁଷ୍ଟମାନେ ନିଜ ନିଜ ଜାଲରେ ପଡ଼ନ୍ତୁ, ସେହି ଅବସରରେ ମୁଁ ରକ୍ଷା ପାଏ।