Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 142

ଗୀତସଂହିତା 142:5-7

Help us?
Click on verse(s) to share them!
5ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ କାକୂକ୍ତି କରେ; ମୁଁ କହିଲି, “ତୁମ୍ଭେ ମୋହର ଆଶ୍ରୟ, ଜୀବିତ ଲୋକଙ୍କ ଦେଶରେ ତୁମ୍ଭେ ମୋହର ବାଣ୍ଟ।
6ମୋ’ କାକୂକ୍ତିରେ ମନୋଯୋଗ କର; କାରଣ ମୁଁ ଅତି ଅଧୋନତ ହୋଇଅଛି; ମୋ’ ତାଡ଼ନାକାରୀମାନଙ୍କଠାରୁ ମୋତେ ଉଦ୍ଧାର କର; କାରଣ ସେମାନେ ମୋ’ ଅପେକ୍ଷା ବଳବାନ।
7କାରାଗାରରୁ ମୋ’ ପ୍ରାଣ ଉଦ୍ଧାର କର, ତହିଁରେ ମୁଁ ତୁମ୍ଭ ନାମକୁ ଧନ୍ୟବାଦ ଦେବି; ଧାର୍ମିକମାନେ ମୋତେ ବେଷ୍ଟନ କରିବେ; କାରଣ ତୁମ୍ଭେ ମୋହର ପ୍ରଚୁର ମଙ୍ଗଳ କରିବ।”

Read ଗୀତସଂହିତା 142ଗୀତସଂହିତା 142
Compare ଗୀତସଂହିତା 142:5-7ଗୀତସଂହିତା 142:5-7