Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 143

ଗୀତସଂହିତା 143:2-3

Help us?
Click on verse(s) to share them!
2ନିଜ ଦାସକୁ ବିଚାରରେ ଆଣ ନାହିଁ; କାରଣ ତୁମ୍ଭ ଦୃଷ୍ଟିରେ କୌଣସି ଜୀବିତ ମନୁଷ୍ୟ ଧାର୍ମିକ ହୋଇ ପାରିବ ନାହିଁ।
3ଶତ୍ରୁ ମୋ’ ପ୍ରାଣକୁ ତାଡ଼ନା କରିଅଛି; ସେ ମୋ’ ଜୀବନକୁ ଭୂମିରେ ଚୂର୍ଣ୍ଣ କରିଅଛି; ସେ ବହୁ କାଳରୁ ମୃତ ଲୋକମାନଙ୍କ ତୁଲ୍ୟ ମୋତେ ଅନ୍ଧକାର ସ୍ଥାନରେ ବାସ କରାଇ ଅଛି।

Read ଗୀତସଂହିତା 143ଗୀତସଂହିତା 143
Compare ଗୀତସଂହିତା 143:2-3ଗୀତସଂହିତା 143:2-3