Text copied!
Bibles in Odia

ଗୀତସଂହିତା 143:2-3 in Odia

Help us?

ଗୀତସଂହିତା 143:2-3 in ଓଡିଆ ବାଇବେଲ

2 ନିଜ ଦାସକୁ ବିଚାରରେ ଆଣ ନାହିଁ; କାରଣ ତୁମ୍ଭ ଦୃଷ୍ଟିରେ କୌଣସି ଜୀବିତ ମନୁଷ୍ୟ ଧାର୍ମିକ ହୋଇ ପାରିବ ନାହିଁ।
3 ଶତ୍ରୁ ମୋ’ ପ୍ରାଣକୁ ତାଡ଼ନା କରିଅଛି; ସେ ମୋ’ ଜୀବନକୁ ଭୂମିରେ ଚୂର୍ଣ୍ଣ କରିଅଛି; ସେ ବହୁ କାଳରୁ ମୃତ ଲୋକମାନଙ୍କ ତୁଲ୍ୟ ମୋତେ ଅନ୍ଧକାର ସ୍ଥାନରେ ବାସ କରାଇ ଅଛି।
ଗୀତସଂହିତା 143 in ଓଡିଆ ବାଇବେଲ