Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 143

ଗୀତସଂହିତା 143:3-6

Help us?
Click on verse(s) to share them!
3ଶତ୍ରୁ ମୋ’ ପ୍ରାଣକୁ ତାଡ଼ନା କରିଅଛି; ସେ ମୋ’ ଜୀବନକୁ ଭୂମିରେ ଚୂର୍ଣ୍ଣ କରିଅଛି; ସେ ବହୁ କାଳରୁ ମୃତ ଲୋକମାନଙ୍କ ତୁଲ୍ୟ ମୋତେ ଅନ୍ଧକାର ସ୍ଥାନରେ ବାସ କରାଇ ଅଛି।
4ଏହେତୁ ମୋହର ଆତ୍ମା ମୋ’ ଅନ୍ତରରେ ଉଦ୍‍ବିଗ୍ନ ହୋଇଅଛି; ମୋ’ ଅନ୍ତରରେ ମୋହର ଚିତ୍ତ ଶୂନ୍ୟ ହୋଇଅଛି।
5ମୁଁ ପୂର୍ବକାଳର ଦିନସବୁ ସ୍ମରଣ କରୁଅଛି; ମୁଁ ତୁମ୍ଭର କର୍ମସବୁ ଧ୍ୟାନ କରୁଅଛି; ମୁଁ ତୁମ୍ଭର ହସ୍ତକୃତ କର୍ମ ଚିନ୍ତା କରୁଅଛି।
6ମୁଁ ତୁମ୍ଭଆଡ଼େ ହସ୍ତ ପ୍ରସାରୁ ଅଛି; ଶୁଷ୍କ ଭୂମି ତୁଲ୍ୟ ମୋ’ ପ୍ରାଣ ତୁମ୍ଭ ପାଇଁ ତୃଷିତ ହେଉଅଛି। ସେଲା

Read ଗୀତସଂହିତା 143ଗୀତସଂହିତା 143
Compare ଗୀତସଂହିତା 143:3-6ଗୀତସଂହିତା 143:3-6